ଓଡ଼ିଶା ଶିଳ୍ପ ଜଗତରେ ଯୋଡ଼ି ହୋଇଛି ନୂଆ ଅଧ୍ୟାୟ।
08 Apr, 2026

ଓଡ଼ିଶା ଶିଳ୍ପ ଜଗତରେ ଯୋଡ଼ି ହୋଇଛି ନୂଆ ଅଧ୍ୟାୟ।

ଓଡ଼ିଶା ଶିଳ୍ପ ଜଗତରେ ଯୋଡ଼ି ହୋଇଛି ନୂଆ ଅଧ୍ୟାୟ। ଉଦ୍ୟୋଗୀମାନଙ୍କୁ ସମସ୍ତ ପ୍ରକାର ପ୍ରଶାସନିକ ସହଯୋଗ ପ୍ରଦାନ କରିବା ସହ ରାଜ୍ୟରେ ଶିଳ୍ପ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ  ଭୂଇଁପୁର, ଖୋର୍ଦ୍ଧାଠାରେ ୪୦,୮୧୧ କୋଟି ଟଙ୍କା ମୂଲ୍ୟରେ ୩୬ଟି ଶିଳ୍ପ ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭାରମ୍ଭ କରିଛନ୍ତି। ଏହି ପ୍ରକଳ୍ପ ପ୍ରାୟ ୫୯,୦୦୦ରୁ ଊର୍ଦ୍ଧ୍ୱ ନିଯୁକ୍ତି ସୁଯୋଗର ନୂଆ ଅଧ୍ୟାୟ ସୃଷ୍ଟି କରିଛି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |