ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲା ବୋଦାପଳାସାସ୍ଥିତ ଚନ୍ଦ୍ରଶେଖର ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବ ଅବସରରେ ଯୋଗ ଦେଇଛନ୍ତି।
11 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲା ବୋଦାପଳାସାସ୍ଥିତ ଚନ୍ଦ୍ରଶେଖର ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବ ଅବସରରେ ଯୋଗ ଦେଇଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲା ବୋଦାପଳାସାସ୍ଥିତ ଚନ୍ଦ୍ରଶେଖର ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବ ଅବସରରେ ଯୋଗ ଦେଇଛନ୍ତି। ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରଛାତ୍ରୀଙ୍କ ଚରିତ୍ର ଗଢ଼ନ୍ତି ଓ ସଠିକ୍ ଜୀବନମାର୍ଗ ଦେଖାନ୍ତି, ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।
ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ ସମୁଦାୟ ୧୦ କୋଟି ଟଙ୍କା ଅନୁଦାନ ସମ୍ପର୍କରେ ଘୋଷଣା କରିବା ସହ ୭ ଏକର ଜମି ଯୋଗାଣ ନେଇ ନିର୍ଦ୍ଦେଶ ଦେଇଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |