ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝରସ୍ଥିତ ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟ (ଜିସିଇ)ର ରୌପ୍ୟ ଜୟନ୍ତୀ ସମାରୋହରେ ଯୋଗ ଦେଇଛନ୍ତି।
12 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝରସ୍ଥିତ ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟ (ଜିସିଇ)ର ରୌପ୍ୟ ଜୟନ୍ତୀ ସମାରୋହରେ ଯୋଗ ଦେଇଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝରସ୍ଥିତ ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟ (ଜିସିଇ)ର ରୌପ୍ୟ ଜୟନ୍ତୀ ସମାରୋହରେ ଯୋଗ ଦେଇଛନ୍ତି। “କେବଳ ଚାକିରି ଖୋଜୁଥିବା ଆଶାୟୀ ନୁହେଁ, ଚାକିରି ସୃଷ୍ଟି କରୁଥିବା ମଣିଷ ହୁଅନ୍ତୁ” ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀମାନଙ୍କୁ ଉପଦେଶ ଦେଇଛନ୍ତି। 
ଏଥିସହ ଇନୋଭେସନ ଓ ଏଣ୍ଟ୍ରପ୍ରିନ୍ୟୋର୍‌ସିପ୍ ଦ୍ୱାରା ନୂତନ ସୁଯୋଗ ସୃଷ୍ଟି କରିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କରିବା ସହ ୨୦୩୬ ସୁଦ୍ଧା ସମୃଦ୍ଧ ଓ ବିକଶିତ ଓଡ଼ିଶା ଗଠନରେ ଯୁବଶକ୍ତିର ଭୂମିକା ନିର୍ଣ୍ଣାୟକ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |