ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ସର୍କିଟ ହାଉସଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣିବା ସହିତ ବିଭିନ୍ନ ସଂଗଠନର ସଦସ୍ୟଙ୍କୁ ଭେଟିଛନ୍ତି।
12 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ସର୍କିଟ ହାଉସଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣିବା ସହିତ ବିଭିନ୍ନ ସଂଗଠନର ସଦସ୍ୟଙ୍କୁ ଭେଟିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ସର୍କିଟ ହାଉସଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣିବା ସହିତ ବିଭିନ୍ନ ସଂଗଠନର ସଦସ୍ୟଙ୍କୁ ଭେଟିଛନ୍ତି। ଲୋକଙ୍କ ସମସ୍ୟାର ତ୍ୱରିତ ସମାଧାନ ସହ ଜନକଲ୍ୟାଣ ପାଇଁ ସମସ୍ତ ପଦକ୍ଷେପ ସୁନିଶ୍ଚିତ କରିବା ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |