ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭାରତରତ୍ନ ବାବା ସାହେବ ଡଃ ଭୀମରାଓ ରାମଜୀ ଆମ୍ବେଦକରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ଯୋଗ ଦେଇଛନ୍ତି।
14 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭାରତରତ୍ନ ବାବା ସାହେବ ଡଃ ଭୀମରାଓ ରାମଜୀ ଆମ୍ବେଦକରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ଯୋଗ ଦେଇଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭାରତରତ୍ନ ବାବା ସାହେବ ଡଃ ଭୀମରାଓ ରାମଜୀ ଆମ୍ବେଦକରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ଯୋଗ ଦେଇଛନ୍ତି।  ଆମ୍ବେଦକର କେବଳ ଏକ ନାମ ନୁହେଁ, ଏହା ଏକ ବିଚାରଧାରା, ଯାହା ସମାନତାର ପଥ ପ୍ରଦର୍ଶନ କରେ ଏବଂ ସମତା ଓ ନ୍ୟାୟଭିତ୍ତିକ ସମାଜ ଗଠନ ହିଁ ବାବା ସାହେବଙ୍କ ପ୍ରତି ସର୍ବଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |